Saturday , December 3 2022
Breaking News

Recent Posts

ମଧ୍ୟାହ୍ନ ଭୋଜନରେ ମୂଷା : ଅସୁସ୍ଥ ୧୯ ଛାତ୍ରଛାତ୍ରୀ ମେଡିକାଲରେ ଭର୍ତି

ଭଦ୍ରକ, ୧୦/୦୮/୨୦୧୯(ଓଡ଼ିଶା ସମାଚାର)- ଭଦ୍ରକ ଜିଲା ତିହିଡି ବ୍ଲକ୍ ଶିକ୍ଷା ଅଧିଖଣ୍ଡ ଅଧୀନସ୍ଥ ଚାରିତରଫ ସ୍କୁଲରେ ମଧ୍ୟାହ୍ନ ଭୋଜନରେ ମୂଷା ପଡିଥିବାର ଅଭିଯୋଗ ହୋଇଛି । ଏବଂ ଏହି ଖାଦ୍ୟ ଖାଇ ବିଦ୍ୟାଳୟର ୧୯ଜଣ ଛାତ୍ରଛାତ୍ରୀ ଭଦ୍ରକ ମୁଖ୍ୟ ଚିକିତ୍ସାଳୟରେ ଭର୍ତି ହେବା ନେଇ ଜିଲାରେ ଚର୍ଚ୍ଚା ଜୋର ଧରିଛି । ପ୍ରାପ୍ତ ଖବରରୁ ଯାହା ଜଣାଯାଏ ଏହି ଜିଲାର ତିହିଡି ବ୍ଲକ୍ ଚାରିତରଫ ଉନ୍ନୀତ ମଧ୍ୟଇଂରାଜୀ ବିଦ୍ୟାଳୟରେ ୧୭୭ଜଣ ଛାତ୍ରଛାତ୍ରୀ ଅଧ୍ୟୟନ କରନ୍ତି । ଏହି ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ସମୟରେ ଏକ ଅପ୍ରିତିକର …

Read More »

ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ମାନଙ୍କର ନାମ ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର , ୧୦/୦୮/୨୦୧୯(ଓଡ଼ିଶା ସମାଚାର / ଦୀପ୍ତିରଂଜନ କାନୁନଗୋ)- ରାଜ୍ୟସରକାର ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ମାନଙ୍କର ନାମ ଘୋଷଣା କରିଛନ୍ତି । ଆଇନ, ଗୃହ ନିର୍ମାଣ ଓ ନଗରଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ମୟୁରଭଂଜ ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ରହିଥିଲା ବେଳେ ବାଲେଶ୍ୱର ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ବିଧାୟକ ଅନନ୍ତ ଦାସ, ଭଦ୍ରକ ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ବ୍ୟୋମକେଶ ରାୟ, ଯାଜପୁର ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ …

Read More »

ଡିଏଭି ପୋଖରୀପୁଟରେ ଛାତ୍ର ପ୍ରତିନିଧିଙ୍କ ଶପଥ ପାଠୋତ୍ସବ

ଭୁବନେଶ୍ୱର,୧୦/୦୮/୨୦୧୯(ଓଡ଼ିଶା ସମାଚାର)- ଡିଏଭି ପୋଖରୀପୁଟରେ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥିରୂପେ ଏସସିଆରବିର ବରିଷ୍ଠ ଆଇ.ପି.ଏସ ଡ. ସୁଧାଂଶୁ ଷଡଙ୍ଗୀ ଯୋଗଦାନ କରିଥିଲେ । ସାମ୍ପ୍ରତିକ ସମାଜରେ ପ୍ରଯୁକ୍ତି ବିଦ୍ୟାର ଉକ୍ରର୍ଷତା ସମ୍ପର୍କରେ ସେ ଆଲୋକପାତ କରିଥିଲେ । ମାନସିକ ଦକ୍ଷତାର ବିକାଶ ବଳରେ ଛାତ୍ର ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହୋଇପାରିବ ବୋଲି ସେ ମତବ୍ୟକ୍ତ କରିଥିଲେ । ଏତଦ ବ୍ୟତୀତ ନିଜ ଅଭିଜ୍ଞତାରୁ ଅନେକ ଦୃଷ୍ଟାନ୍ତ ପ୍ରତିପାଦନ କରି ଉପସ୍ଥିତ ବିଦ୍ୟାର୍ଥୀଙ୍କ …

Read More »