Friday , June 9 2023
Breaking News

Recent Posts

କଳାହାଣ୍ଡି ଜିଲ୍ଲା ମହୁଳପାଟଣା ଘାଟ ରାସ୍ତାରେ ଡକାୟତି କରିଥିବା ଦୁର୍ବୃତ୍ତ ମାନେ ଗିରଫ

କଳାହାଣ୍ଡି ୧୫/୧୨/୨୦ (ଓଡ଼ିଶା ସମାଚାର / ସଂଜୟ ସିଂହ )- କଳାହାଣ୍ଡି ଓ ରାୟଗଡା ଜିଲ୍ଲା ସୀମାନ୍ତ ଜୟପାଟଣା ଥାନା ଅଧୀନ ରେ ଥିବା ମହୁଳପାଟଣା ଘାଟି ରାସ୍ତା ରେ କିଛି ଅଜଣା ଦୁର୍ବୁତ ଗତ ୧୦ ଡିସେମ୍ବର ସକାଳ ୮ଟା ସମୟରେ ରାୟଗଡ଼ା ଜିଲ୍ଲା ଦରାଗୁଡା ଥାନା ଅନ୍ତର୍ଗତ ଡି. କରଲ ଗାଁ ରୁ ଜୟପାଟଣା ଆରଏମ ସି ବଜାର କୁ ଗୋରୁ କିଣିବା ପାଇଁ ଆସୁଥିବା ୪ ଜଣ ଗୋରୁ ବେପାରୀ ଙ୍କୁ ଆଠ ଜଣ ଦୁର୍ବୁତ ମାରଣାସ୍ତ୍ର ଦେଖାଇ ତାଙ୍କ …

Read More »

୪ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୩୦୦ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୧୫/୧୨/୨୦୨୦ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ୪ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୧୫କୁ ବୃଦ୍ଧି ପାଇଛି । ୪ ମୃତକଙ୍କ ମଧ୍ୟରେ ମୟୁରଭଞ୍ଜ ଜିଲ୍ଲାରୁ ୨ ଜଣ, ଜଗତସିଂହପୁର, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସମସ୍ତ ମୃତକ ପୁରୁଷ । ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୩୦୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ …

Read More »

ସୂଚନାଧିକାର କର୍ମୀ ରଞ୍ଜନ କୁମାର ଦାସଙ୍କ ହତ୍ୟାକାଣ୍ଡର ସିବିଆଇ ତଦନ୍ତ ଦାବିରେ ଓଡ଼ିଶା ସୂଚନା ଅଧିକାର ଅଭିଯାନର ବିକ୍ଷୋଭ, ଶୋଭାଯାତ୍ରା, ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ

ଭୁବନେଶ୍ୱର,୧୫/୧୨/୨୦୨୦ (ଓଡ଼ିଶା ସମାଚାର)- ଗତ ଫେବୃୟାରୀ ୧, ୨୦୨୦ରେ କେନ୍ଦ୍ରାପଡ଼ା ଜିଲ୍ଲାର ବିଶିଷ୍ଟ ସୂଚନାଧିକାର କର୍ମୀ ରଞ୍ଜନ ଦାସଙ୍କ ମୃତ ଦେହ ମାର୍ଶାଘାଇ ଥାନା ଅଧିନସ୍ଥ ବରୁହାଁ ରାସ୍ତାକଡ଼ରେ ପଡ଼ିଥିବା ଦେଖିବାକୁ ମିଳିଥିଲା । ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ଦର୍ଶାଇ ରଞ୍ଜନଙ୍କ ପରିବାର ତରଫରୁ ମାର୍ଶାଘାଇ ଥାନାରେ ଏତଲା ଦିଆଯିବା ସହ ଏହାର ତଦନ୍ତ କରାଯାଇ ସମ୍ପୃକ୍ତ ଅପରାଧୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଥିଲା । ପୋଲିସ୍ ଉକ୍ତ ଅଭିଯୋଗକୁ ପଞ୍ଜିକୃତ କରି (କେସ୍ ସଂଖ୍ୟା ୨୪/୨୦୨୦) ତଦନ୍ତ ଆରମ୍ଭ କରିଥିଲେ । …

Read More »