Friday , December 9 2022
Breaking News

Recent Posts

ବିଦାୟୀ ଓ ନୂତନ ପ୍ରଶାସନିକ ଅଧିକାରୀଙ୍କୁ ସମ୍ବର୍ଦ୍ଧନା

କଟକ,୨୮/୦୬/୨୦୧୯ (ଓଡ଼ିଶା ସମାଚାର/ପ୍ରଜ୍ଞା ରଥ)- କଟକ ଜିଲ୍ଲାପ୍ରଶାସନ ପକ୍ଷରୁ ବଦଳି ହୋଇଥିବା ଅଧିକାରୀମାନଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯିବା ସହ ନୂତନ ଅଧିକାରୀମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ ବିଦାୟୀ ଜିଲ୍ଲାପାଳ ଅରବିନ୍ଦ ଅଗ୍ରୱାଲ, ବିଦାୟୀ ପ୍ରକଳ୍ପ ନିର୍ଦ୍ଦେଶକ ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସରୋଜକାନ୍ତ ମହାନ୍ତି ଓ ବିଦାୟୀ ଉପଜିଲ୍ଲାପାଳ ସୁକାନ୍ତ ପ୍ରଧାନଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା । ଏଥି ସହିତ ନୂତନ ଜିଲ୍ଲାପାଳ ଭାବେ ଯୋଗଦେଇଥିବା ଭବାନୀଶଙ୍କର ଚଇନି, ପ୍ରକଳ୍ପ ନିର୍ଦ୍ଦେଶକ ଗ୍ରାମ୍ୟ ଉନ୍ନୟନ ସଂସ୍ଥା ମହମ୍ମଦ ଅବଦାଲ …

Read More »

ଲୋକ ଅଦାଲତ କର୍ମଶାଳା

କଟକ,୨୮/୦୬/୨୦୧୯ (ଓଡ଼ିଶା ସମାଚାର/ପ୍ରଜ୍ଞା ରଥ)- କ୍ୟାନଟନମେଂଟସ୍ଥିତ ସ୍ଥାୟୀ ଲୋକ ଅଦାଲତ (ଜନ ଉପଯୋଗୀ ସେବା) ପକ୍ଷରୁ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । କର୍ମଶାଳାକୁ ରାଜ୍ୟ ଆଇନସେବା ପ୍ରାଧିକରଣ ସଦସ୍ୟ ଦେବାଶିଷ ନାୟକ ଉଦ୍ଘାଟନ କରିଥିଲେ । କର୍ମଶାଳାରେ ସ୍ଥାୟୀ ଲୋକ ଅଦାଲତ ସଦସ୍ୟ ତପନ କୁମାର ମଣ୍ଡଳ, ପ୍ରଦୀପ୍ ପଟ୍ଟନାୟକ ଯୋଗ ଦେଇ ଆଇନ ସହାୟତା ଉପରେ ଆଲୋକପାତ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଆଇନଜୀବୀ ବିପିନ ଚୌଧୁରୀ, ଦିଲୀପ୍ ରାୟ, ଅଗସ୍ତି କାନୁନଗୋ, ଅରବିନ୍ଦ ପଟ୍ଟନାୟକ, ନୀଳକଣ୍ଠ ସାହୁ, ପୂର୍ଣ୍ଣଚନ୍ଦ୍ର ସାହୁ, …

Read More »

ସ୍ୱାଧୀନତା ସଂଗ୍ରାମୀ ମହମ୍ମଦ ବାଜିଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ

ଭୁବନେଶ୍ୱର, ୨୭/୦୬/୨୦୧୯ (ଓଡ଼ିଶା ସମାଚାର)- ଓଡିଶାର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ମହମ୍ମଦ ବାଜିଙ୍କ ବିୟୋଗରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ବାଜିଙ୍କ ବିୟୋଗରେ ସେ ମର୍ମାହତ ବୋଲି ସାମାଜିକ ଗଣମାଧ୍ୟମରେ ଉଲ୍ଲେଖ କରିଛନ୍ତି । ଶ୍ରୀ ପ୍ରଧାନ ଉଲ୍ଲେଖ କରିଛନ୍ତି ଯେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ମହମ୍ମଦ ବାଜିଙ୍କ ବିୟୋଗରେ ମୁଁ ମର୍ମାହତ । ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଇବା ସହ ଅମରଆତ୍ମାର ସଦ୍ଗତି କାମନା କରୁଛି । ଓଡ଼ିଶା ସମାଚାର

Read More »