ଢେଙ୍କାନାଳ, ୩୦/୦୩/୨୦୨୩ (ଓଡ଼ିଶା ସମାଚାର)- ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅନ୍ତର୍ଗତ ଦୁଦୁରକୋଟ ବାଘୁଆସାହିରେ ଦନ୍ତା ହାତୀ …
Read More »ଲାଲବାହାଦୂର ନୋଡାଲ ଉଚ୍ଚଶିକ୍ଷାଶ୍ରମରେ “ମୋ ସ୍କୁଲ ଅଭିଯାନ”ପକ୍ଷରୁ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା
କେନ୍ଦ୍ରାପଡା ୦୫/୦୯/୨୦୧୯(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ପଂଚାୟତର ମେହେନ୍ଦିପୁରସ୍ଥିତ ଲାଲବାହାଦୂର ନୋଡାଲ ଉଚ୍ଚ ଶିକ୍ଷାଶ୍ରମରେ “ମୋ ସ୍କୁଲ ଅଭିଯାନ”ଆନୁକୁଲ୍ୟରେ ତଥା ଗୁରୁଦିବସ ଅବସରରେ ଶିକ୍ଷକ/ଶିକ୍ଷୟତ୍ରୀମାନଙ୍କୁ ପୂଜା କରାଯିବା ସହିତ ସମ୍ବର୍ଦ୍ଧିତ କରାଯାଇଛି । ଏହି ଉପଲକ୍ଷେ ମୋ ସ୍କୁଲ ଅଭିଯାନର ସଭାପତି ଶାରଦା ପ୍ରସନ୍ନ ରାଉତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉସôବରେ ପୂର୍ବତନ ପ୍ରଧାନ ଶିକ୍ଷକ ଦିବାକର ଜେନା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଗୁରୁଦିବସ ପାଳନର ତାପôର୍ଯ୍ୟ ସମ୍ପର୍କରେ ଉପସ୍ଥିତ ଛାତ୍ରଛାତ୍ରୀମାନଙ୍କୁ ଦିଗଦର୍ଶନ ଦେଇଥିଲେ । ଏହି ଅବସରରେ ପ୍ରାକ୍ତନ ପ୍ରଧାନ …
Read More »