ବୌଦ୍ଧ, ୨୯/୦୩/୨୦୨୩ (ଓଡ଼ିଶା ସମାଚାର)- ରାତି ପାଟ୍ରୋଲିଂ ବେଳେ ବନ ବିଭାଗ ଗାଡ଼ିକୁ ଅଜଣା ଦୁର୍ବୃତମାନେ ଗୁଳିମାଡ଼ କରିଥିବା ଖବର …
Read More »ଭାରତର ପୂର୍ବତନ ରାଷ୍ଟ୍ରପତି ଭାରତରତ୍ନ ଡଃ. ଏ.ପି.ଜେ. ଅବଦୁଲ କଲାମଙ୍କ ଚତୁର୍ଥ ଶ୍ରାଦ୍ଧ ବାର୍ଷିକ ପାଳନ
କେନ୍ଦ୍ରାପଡା ୨୮/୦୭/୨୦୧୯(ଓଡ଼ିଶା ସମାଚାର)- ଭାରତର ପୂର୍ବତନ ରାଷ୍ଟ୍ରପତି ଭାରତରତ୍ନ ଡଃ. ଏ.ପି.ଜେ. ଅବଦୁଲ କଲାମଙ୍କର ଚତୁର୍ଥର୍ ଶ୍ରାଦ୍ଧ ବାର୍ଷର୍ିକ ଜିଲ୍ଲା ସଦର ମହକୁମା ଚିକିତ୍ସାଳୟ ମାର୍ଗରେ ଥିବା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ କାର୍ଯ୍ୟାଳୟ ପରିସରରେ “ଭାରତ ରତ୍ନ ଡଃ ଏ.ପି.ଜେ. ଅବଦୁଲ କଲାମ ସ୍ମୃତି କମିଟି ପକ୍ଷରୁ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ପ୍ରଥମେ କାର୍ଯ୍ୟାଳୟ ସମ୍ମୁଖରେ ଥିବା ଡଃ. କଲାମଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା । ସ୍ମୃତି କମିଟିର ଅଧ୍ୟକ୍ଷ ଅବସରପ୍ରାପ୍ତ ବିଚାରପତି କୁଞ୍ଜ ବିହାରୀ …
Read More »