Friday , February 3 2023

Recent Posts

ଅବଦୁଲ କରିମ ଖାନ ମେମୋରିଆଲ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଂଟ –

ପ୍ରଥମ ସେମି ଫାଇନାଲ ମ୍ୟାଚରେ ଲେବର ସ୍ପୋଟିଂ କ୍ଲବ ୧-୦ରେ ବିଜୟୀ – କେନ୍ଦ୍ରାପଡ଼ା, ୨୪/୦୧/୨୦୨୩ (ଓଡ଼ିଶା ସମାଚାର)- ଲକି ସ୍ପୋର୍ଟିଂ କ୍ଲବ ଆନୁକୂଲ୍ୟରେ ୩ୟ ବାର୍ଷିକ ରାଜ୍ୟ ସ୍ତରୀୟ ଅବଦୁଲ କରିମ ଖାନ ମେମୋରିଆଲ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଂଟର ପ୍ରଥମ ସେମି ଫାଇନାଲ ମ୍ୟାଚ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ କ୍ଲବର ସଭାପତି ସଲିମ ଖାନ୍ ଙ୍କ ଅଧ୍ୟକ୍ଷତାରେ ସରକାରୀ ହାଇସ୍କୁଲ ଖେଳ ପଡିଆରେ ଅନୁଷ୍ଠିତ ଉତ୍ସବରେ ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା ମୁଖ୍ୟଅତିଥି ଭାବେ ଯୋଗଦେଇ ଏଭଳି ପ୍ରତିଯୋଗିତାର …

Read More »

କେନ୍ଦ୍ରାପଡା କଲେଜ ବାଣିଜ୍ୟ ବିଭାଗର ଜାତୀୟ ସମ୍ପାନ ପାଇଁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା, ୨୪/୦୧/୨୦୨୩ (ଓଡ଼ିଶା ସମାଚାର)- କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ବାଣିଜ୍ୟ ବିଭାଗ ଏବଂ କଟକର ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ଏକ ଦୁଇଦିନିଆ ସମ୍ପାନ ଆସନ୍ତା ଫେବୃୟାରୀ ମାସ ୪ ଓ ୫ତାରିଖରେ ଅନୁଷ୍ଠିତ ହେବ । ଏହି ଉପଲକ୍ଷେ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଗୋପାଳ ଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜାତୀୟ ସମ୍ପାନରେ ଯୋଗଦେବାକୁ ଆସୁଥିବା ଅତିଥିମାନଙ୍କୁ ଉପଯୁକ୍ତ ଆତିଥେୟତା ପ୍ରଦାନ, ସମ୍ପାନରେ ଅଧିକରୁ ଅଧିକ ପ୍ରତିନିଧିଙ୍କ …

Read More »

ଆମ ମେଡିକାଲ ଆମକୁ ଫେରାଅ ଦାବିରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ରିଲେ ଗଣଧାରଣା

କେନ୍ଦ୍ରାପଡ଼ା, ୨୪/୦୧/୨୦୨୩ (ଓଡ଼ିଶା ସମାଚାର)-କେନ୍ଦ୍ରାପଡା ମେଡିକାଲ ବଂଚାଅ କ୍ରୀୟାନୁଷ୍ଠାନ କମିଟି ପକ୍ଷରୁ  ଆମ ମେଡିକାଲ ଆମକୁ ଫେରାଅ ଦାବିରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ରିଲେ ଗଣଧାରଣା ଆରମ୍ଭ ହୋଇଛି । କେନ୍ଦ୍ରାପଡା ଜିଲା ମୁଖ୍ୟ ଚିକିତ୍ସାଳୟ ପୁରୁଣା ଗୃହରେ ଏକ ସିଟି ହସପିଟାଲ ପ୍ରତିଷ୍ଠା ଦାବିରେ କେନ୍ଦ୍ରାପଡା ବନ୍ଦ କରାଯିବା ସହିତ  ପୁରୁଣା ମେଡିକାଲରେ ମିଳୁଥିବା ସମସ୍ତ ସୁବିଧା ସୁଯୋଗ ଫେରାଇ ଦେବାକୁ ଦାବି କରି କ୍ରୀୟାନୁଷ୍ଠାନ କମିଟି ପକ୍ଷରୁ ଏକ ଆନ୍ଦୋଳନର ଡାକରା ଦିଆଯାଇଥିଲା । କିନ୍ତୁ ସେହି ସମୟ ମଧ୍ୟରେ ଜିଲା …

Read More »