Friday , February 3 2023

Recent Posts

କେନ୍ଦ୍ରାପଡା କଲେଜ ବାଣିଜ୍ୟ ବିଭାଗର ଜାତୀୟ ସମ୍ପାନ ପାଇଁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା, ୨୪/୦୧/୨୦୨୩ (ଓଡ଼ିଶା ସମାଚାର)- କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ବାଣିଜ୍ୟ ବିଭାଗ ଏବଂ କଟକର ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ଏକ ଦୁଇଦିନିଆ ସମ୍ପାନ ଆସନ୍ତା ଫେବୃୟାରୀ ମାସ ୪ ଓ ୫ତାରିଖରେ ଅନୁଷ୍ଠିତ ହେବ । ଏହି ଉପଲକ୍ଷେ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଗୋପାଳ ଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜାତୀୟ ସମ୍ପାନରେ ଯୋଗଦେବାକୁ ଆସୁଥିବା ଅତିଥିମାନଙ୍କୁ ଉପଯୁକ୍ତ ଆତିଥେୟତା ପ୍ରଦାନ, ସମ୍ପାନରେ ଅଧିକରୁ ଅଧିକ ପ୍ରତିନିଧିଙ୍କ …

Read More »

ଆମ ମେଡିକାଲ ଆମକୁ ଫେରାଅ ଦାବିରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ରିଲେ ଗଣଧାରଣା

କେନ୍ଦ୍ରାପଡ଼ା, ୨୪/୦୧/୨୦୨୩ (ଓଡ଼ିଶା ସମାଚାର)-କେନ୍ଦ୍ରାପଡା ମେଡିକାଲ ବଂଚାଅ କ୍ରୀୟାନୁଷ୍ଠାନ କମିଟି ପକ୍ଷରୁ  ଆମ ମେଡିକାଲ ଆମକୁ ଫେରାଅ ଦାବିରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ରିଲେ ଗଣଧାରଣା ଆରମ୍ଭ ହୋଇଛି । କେନ୍ଦ୍ରାପଡା ଜିଲା ମୁଖ୍ୟ ଚିକିତ୍ସାଳୟ ପୁରୁଣା ଗୃହରେ ଏକ ସିଟି ହସପିଟାଲ ପ୍ରତିଷ୍ଠା ଦାବିରେ କେନ୍ଦ୍ରାପଡା ବନ୍ଦ କରାଯିବା ସହିତ  ପୁରୁଣା ମେଡିକାଲରେ ମିଳୁଥିବା ସମସ୍ତ ସୁବିଧା ସୁଯୋଗ ଫେରାଇ ଦେବାକୁ ଦାବି କରି କ୍ରୀୟାନୁଷ୍ଠାନ କମିଟି ପକ୍ଷରୁ ଏକ ଆନ୍ଦୋଳନର ଡାକରା ଦିଆଯାଇଥିଲା । କିନ୍ତୁ ସେହି ସମୟ ମଧ୍ୟରେ ଜିଲା …

Read More »

ଜିଲା ସ୍ତରୀୟ ଯୁବ ରେଡକ୍ରସ ଶିକ୍ଷା ଓ ତାଲିମ ଶିବିର ଉଦଯାପିତ

କେନ୍ଦ୍ରାପଡ଼ା,୨୪/୦୧/୨୦୨୩ (ଓଡ଼ିଶା ସମାଚାର)- ଜିଲା ସ୍ତରୀୟ ଯୁବ ରେଡକ୍ରସ ଶିକ୍ଷା ଓ ତାଲିମ ଶିବିର କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ପରିସରରେ ଉଦଯାପିତ ହୋଇଯାଇଛି । ଏହି ଉପଲକ୍ଷେ ଅନୁଷ୍ଠିତ ଉଦଘାଟନୀ ଉତ୍ସବକୁ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଗୋପାଳ ଚନ୍ଦ୍ର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ । ଯୁବ ରେଡକ୍ରସର ଆବାହକ ଅଧ୍ୟାପକ ପ୍ରଶାନ୍ତ ସାହୁ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ଜିଲା ସଂଯୋଜକ ରତ୍ନାକର ସେଠୀ ଓ ରେଡକ୍ରସ କାଉନସେଲର ଅଧ୍ୟାପକ ବିକାଶ …

Read More »