ଦେବଗଡ଼,୨୧/୦୯/୨୦୨୩ (ଓଡ଼ିଶା ସମାଚାର)- ବାରକୋଟ ଥାନା ମରଡଙ୍ଗ ଗ୍ରାମ ନିକଟସ୍ଥ ୨୩ ନମ୍ବର ଜାତୀୟ ରାଜପଥରେ ଗୁରୁବାର ୨ଟି ବାଇକ …
Read More »ସଂକ୍ଷେପରେ ତାଜା ଖବର : ପତ୍ନୀକୁ କିରୋସିନୀ ଢ଼ାଳି ପୋଡ଼ି ମାରିଦେଲା ସ୍ୱାମୀ
ଆନନ୍ଦପୁର,୧୮/୦୬/୨୦୧୯ (ଓଡ଼ିଶା ସମାଚାର)- ପତ୍ନୀକୁ କିରୋସିନୀ ଢ଼ାଳି ପୋଡ଼ି ମାରିଦେଲା ସ୍ୱାମୀ । ଏଭଳି ଘଟଣା ଘଟିଛି ମହୁଲଡ଼ିହା ଥାନା ଅନ୍ତର୍ଗତ କୋଇଲିପାଳ ଗାଁ ରେ । ଗତକାଲି ବିଳମ୍ବିତ ରାତିରେ ପ୍ରଫୁଲ ନାଏକ ତାଙ୍କ ପତ୍ନୀ ଲିଜା ଦେହରେ କିରୋସିନୀ ଢ଼ାଳି ନିଆଁ ଲଗାଇ ଦେଇ ଫେରାର ହୋଇଯାଇଛନ୍ତି । ଲିଜାଙ୍କୁ ଗୁରୁତର ଅବସ୍ଥାରେ ଆନନ୍ଦପୁର ମେଡ଼ିକାଲ ରେ ଭର୍ତି କରାଯାଇଥିଲା । ଆନନ୍ଦପୁର ହସପିଟାଲରେ ଲିଜାଙ୍କର ମୃତ୍ୟୁ ହୋଇଛି । ଓଡ଼ିଶା ସମାଚାର
Read More »