Saturday , November 27 2021
Breaking News

Recent Posts

କେନ୍ଦ୍ରାପଡା ସାନ୍ଧ୍ୟ ସ୍ନାତକ ମହାବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ

କେନ୍ଦ୍ରାପଡ଼ା, ୨୭/୧୧/୨୦୨୧(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ସାନ୍ଧ୍ୟ ସ୍ନାତକ ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗ ଆନୁକୂଲ୍ୟରେ ୭ମ ସମ୍ବିଧାନ ଦିବସ ପାଳିତ କରାଯାଇଛି । ଏହି ସଭାରେ ମହାବିଦ୍ୟାଳୟର ଅଧ୍ୟକ୍ଷ ମଧୁସୁଦନ କମିଳା ସଭାପତିତ୍ୱ କରି ଛାତ୍ରଛାତ୍ରୀମାନଙ୍କୁ ଆନୁଷ୍ଠାନିକ ଶପଥ ପାଠ କରାଇଥିଲେ । ମୁଖ୍ୟ ବକ୍ତାଭାବେ ପ୍ରାଧ୍ୟାପକ ଦିଲ୍ଲୀପ କୁମାର ମହାନ୍ତି ଯୋଗଦେଇ ସମ୍ବିଧାନ ଗଠନର ଐତିହାସିକ ବିବରଣୀ ପ୍ରଦାନ କରିଥିଲେ । ସମ୍ମାନିତ ଅତିଥିଭାବେ ମହାବିଦ୍ୟାଳୟର ଅନ୍ୟତମ ବରିଷ୍ଠ …

Read More »

ସଡ଼କ ଦୁର୍ଘଟଣାରେ ମୃତ ୩ ଛାତ୍ର ଙ୍କ ପରିବାରକୁ ଅନୁକମ୍ପା ମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ,୨୭/୧୧/୨୦୨୧(ଓଡ଼ିଶା ସମାଚାର)- ୧୬ ନମ୍ବର ଜାତୀୟ ରାଜପଥର ବାଲୁଗାଁ ନିକଟ ବେଲପଡ଼ା ଠାରେ ଏକ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୭ଜଣ ଆହତ ହୋଇଛନ୍ତି । ମୃତକ ହେଉଛନ୍ତି ଗଙ୍ଗାଧର ମହାରଣା, ଇ.ଲୋଇଦାସ, ପ୍ରମିଳା ବେହେରା । ସମସ୍ତ ୩ ଜଣ ରଙ୍ଗେଇଲୁଣ୍ଡା ଅଞ୍ଚଳର ଛାତ୍ର । ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିବା ସହିତ ମୃତକଙ୍କ ପରିବାରକୁ …

Read More »

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରା ପଡି ଗିରଫ ହୋଇଛନ୍ତି ଜୟନ୍ତପୁର ଅଙ୍ଗନଓ୍ବାଡୀ ସେକ୍ଟର ସୁପରଭାଇଜର ସୁଲୋଚନା ଅର୍କା

କଟକ, ୨୭/୧୧/୨୦୨୧(ଓଡ଼ିଶା ସମାଚାର)- ଭିଜିଲାନ୍ସ ହାତରେ ଧରା ପଡି ଗିରଫ ହୋଇଛନ୍ତି ଜୟନ୍ତପୁର ଅଙ୍ଗନଓ୍ବାଡୀ ସେକ୍ଟର ସୁପରଭାଇଜର ସୁଲୋଚନା ଅର୍କା । ରାଜ୍ୟ ଭିଜିଲାନ୍ସ ନିର୍ଦ୍ଧେଶାଳୟରୁ ଦିଆଯାଇଥିବା ସୂଚନା ଅନୁସାରେ ଜଣେ ଅଙ୍ଗନଓ୍ବାଡୀ କର୍ମୀଙ୍କଠାରୁ ୧୩,୫୦୦ ଟଙ୍କା ଲାଞ୍ଚ ନେବାବେଳେ ସେ ଧରା ପଡିଛନ୍ତି । ଅଙ୍ଗନଓ୍ବାଡୀ କେନ୍ଦ୍ରରେ ଶୀତ ଦିନିଆ ବସ୍ତ୍ର ଏବଂ ଶୁଖିଲା ଖାଦ୍ୟ ହିତାଧିକାରୀଙ୍କୁ ବଣ୍ଟନ ପାଇଁ ସେ ଅଙ୍ଗନଓ୍ବାଡୀ କର୍ମୀଙ୍କଠାରୁ ଜୟନ୍ତପୁର ଗ୍ରାମ ପଂଚାୟତ …

Read More »